ଭୁବନେଶ୍ୱର: କୋଭିଡ଼ର ଦ୍ବିତୀୟ ଲହର ଜନିତ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ମେ’ ମାସରୁ ଅତିରିକ୍ତ ପାଞ୍ଚ କେଜି ଚାଉଳ ମାଗଣାରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ମେ’ ଓ ଜୁନ ଦୁଇ ମାସ ପାଇଁ ହିତାଧିକାରୀ ମାନେ ମାଗଣାରେ ଅତିରିକ୍ତ ପାଞ୍ଚ କେଜି ଲେଖାଏଁ ଚାଉଳ ପାଇବେ। ଏହା ଦ୍ବାରା ବାର ଲଷ ହିତାଧିକାରୀ ଉପକାର ପାଇବେ ଏବଂ ରାଜ୍ୟ ସରକାର ଏ ବାବଦ ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବେ।
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ପାଇବେ ଅତିରିକ୍ତ ପାଞ୍ଚ କିଲୋ ଚାଉଳ (Khanti Odia News)
April 30, 2021
0
Tags