slider

Type Here to Get Search Results !

Follow Us

ଦେଶରେ ଦ୍ରୁତ ଗତିରେ ହ୍ରାସ ଆକ୍ରାନ୍ତଙ୍କ ସଂଖ୍ୟା..

Top Post Ad

 

ଦେଶରେ ଦ୍ରୁତ ଗତିରେ ହ୍ରାସ ଆକ୍ରାନ୍ତଙ୍କ ସଂଖ୍ୟା

by- Khanti odia news

ନୂଆ ସଂକ୍ରମିତ ୭୦,୪୨୧


ଦେଶରେ ଦ୍ରୁତ ଗତିରେ ହ୍ରାସ ଆକ୍ରାନ୍ତଙ୍କ ସଂଖ୍ୟା..




ନୂଆଦିଲ୍ଲୀ : ଦେଶରେ ଦୈନିକ ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଇବାରେ ଲାଗିଛି। ୨୪ ଘଣ୍ଟାରେ ଆଉ ୭୦ ହଜାର ୪୨୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୫,୧୦,୪୧୦କୁ ବୃଦ୍ଧି ପାଇଛି।  ଚିକିତ୍ସାଧୀନ ଅବସ୍ଥାରେ ଆଉ ୩ ହଜାର ୯୨୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୭୪,୩୦୫ରେ ପହଞ୍ଚିଛି। ଦିନକରେ ଆଉ ୧,୧୯,୫୦୧ ସୁସ୍ଥ  ହୋଇଥିବା ବେଳେ ମୋଟ ୨,୮୧,୬୨,୯୪୭ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯,୭୩,୧୫୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Below Post Ad

Post a Comment

0 Comments
* Please Don't Spam Here. All the Comments are Reviewed by Admin.