slider

Type Here to Get Search Results !

Follow Us

ଦେଶରେ ହ୍ରାସ ପାଉଛି ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା

Top Post Ad

 ଦେଶରେ ହ୍ରାସ ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା




@Khantiodianews-:  ଦେଶରେ ୨୪ ଘଣ୍ଟାରେ ଆଉ ୬୨,୪୮୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୭,୬୨,୭୯୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧,୫୮୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୮୩,୪୯୦ରେ ପହଞ୍ଚିଛି। ଦିନକରେ ଆଉ ୮୮,୯୭୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୫,୮୦,୬୪୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭,୯୮,୬୫୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୬,୮୯,୬୦,୩୯୯ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Below Post Ad

Post a Comment

1 Comments
* Please Don't Spam Here. All the Comments are Reviewed by Admin.