slider

Type Here to Get Search Results !

Follow Us

ଦିନକରେ ଆଉ ନୂଆ ସଂକ୍ରମିତ ୬୭,୨୦୮

Top Post Ad

 ଦିନକରେ ଆଉ ନୂଆ ସଂକ୍ରମିତ ୬୭,୨୦୮





@Khantiodianews:- ଦେଶରେ ଦିନକରେ ଆଉ ୬୭ ହଜାର ୨୦୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୭,୦୦,୩୧୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨,୩୩୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୮୧,୯୦୩ରେ ପହଞ୍ଚିଛି। ୨୪ ଘଣ୍ଟାରେ ଆଉ ୧,୦୩,୫୭୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୪,୯୧,୬୭୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୮,୨୬,୭୪୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୬,୫୫,୧୯,୨୫୧ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Below Post Ad

Post a Comment

0 Comments
* Please Don't Spam Here. All the Comments are Reviewed by Admin.